Ezekiel 43:16 — Compare Translations

5 translations compared side by side

Odia - 1840
"ୟଜ୍ଞବଦେୀର ଅଗ୍ନିସ୍ଥାନର ର୍ଦୈଘ୍ଯ ବାର ହାତ ଓ ପ୍ରସ୍ଥ ବାର ହାତ ଓ ତାହା ସମ୍ପୂର୍ଣ୍ଣ ବର୍ଗାକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦିର ଅଗ୍ନିସ୍ଥାନର ଦୈର୍ଘ୍ୟ ବାର ହାତ ଓ ପ୍ରସ୍ଥ ବାର ହାତ ଓ ତାହା ସମ୍ପୂର୍ଣ୍ଣ ବର୍ଗାକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ।
Odia IRV 2017 (ଓଡିଆ ବାଇବେଲ)
ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ।