Ezekiel 43:17 — Compare Translations
5 translations compared side by side
Odia - 1840
"ପାଶର୍ବଗୁଡ଼ିକ ମଧ୍ଯ ବର୍ଗାକାର ପୁଣି ଥାକର ଚାରିପାଖର ର୍ଦୈଘ୍ଯ ଚଉଦ ହାତ ଓ ପ୍ରସ୍ଥ ଚଉଦ ହାତ ହବେ। ତହିଁର ଧାର ଚାରି ଦିନ ରେ ଅଧହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହବେ। ତା'ର ପାବଚ୍ଛଗୁଡ଼ିକ ପୂର୍ବାଭିମୁଖ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପାର୍ଶ୍ୱଗୁଡ଼ିକ ମଧ୍ୟ ବର୍ଗାକାର ପୁଣି ଥାକର ଗ୍ଭରିପାଖର ଦୈର୍ଘ୍ୟ ଚଉଦ ହାତ ଓ ପ୍ରସ୍ଥ ଚଉଦ ହାତ ହେବ। ତହିଁର ଧାର ଗ୍ଭରି ଦିନରେ ଅଧହାତ ଓ ତହିଁର ମୂଳ ଗ୍ଭରିଆଡ଼େ ଏକ ହାତ ପରିମିତ ହେବ। ତା’ର ପାବଚ୍ଛଗୁଡ଼ିକ ପୂର୍ବାଭିମୁଖ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”