Ezekiel 43:18 — Compare Translations
5 translations compared side by side
Odia - 1840
"ଆଉ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି। 'ଯେତବେେଳେ ସମାନେେ ୟଜ୍ଞବଦେୀ ନିର୍ମାଣ କରନ୍ତି ଓ ଯେଉଁ ସମୟରେ ତାହା ଉପ ରେ ହାମବେଳି ଓ ରକ୍ତ ସଚେନ କରନ୍ତି, ସମାନଙ୍କେୁ ଏହି ନିଯମ ମାନିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ପ୍ରୋକ୍ଷଣ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ଵନ୍ଧୀୟ ବିଧି ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି। ‘ଯେତେବେଳେ ସେମାନେ ଯଜ୍ଞବେଦି ନିର୍ମାଣ କରନ୍ତି ଓ ଯେଉଁ ସମୟରେ ତାହା ଉପରେ ହୋମବଳି ଓ ରକ୍ତ ସେଚନ କରନ୍ତି, ସେମାନଙ୍କୁ ଏହି ନିୟମ ମାନିବାକୁ ପଡ଼ିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।
Odia IRV 2017 (ଓଡିଆ ବାଇବେଲ)