Ezekiel 43:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲବେୀୟ ଯାଜକଗଣ ଆମ୍ଭର ପରିଚର୍ୟ୍ଯା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି ସମାନଙ୍କେୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ୟୁବା ବୃଷଭ ଦବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ‘ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷଭ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।”