Ezekiel 43:2 — Compare Translations
5 translations compared side by side
Odia - 1840
"ଏବଂ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ପୂର୍ବ ଦିଗରୁ ଆସୁଥିବାର ମୁଁ ଦେଖିପାରିଲି ଏବଂ ତାଙ୍କର ସ୍ବର ସମୁଦ୍ରର ଗର୍ଜ୍ଜନର ସ୍ବର ପରି ଥିଲା ଏବଂ ଦେଶଟି ତାଙ୍କ ମହିମା ରେ ଆଲୋକିତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶଦ୍ଦ ଜଳରାଶିର ଶଦ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ପୂର୍ବ ଦିଗରୁ ଆସୁଥିବାର ମୁଁ ଦେଖି ପାରିଲି ଏବଂ ତାଙ୍କର ସ୍ୱର ସମୁଦ୍ରର ଗର୍ଜନର ସ୍ୱର ପରି ଥିଲା ଏବଂ ଦେଶଟି ତାଙ୍କ ମହିମାରେ ଆଲୋକିତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।