Ezekiel 43:23 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହି ଶୁଚିକାର୍ୟ୍ଯ ସମାପ୍ତ କରିବା ପ ରେ ଗୋଟିଏ ନିଖୁଣ ୟୁବା ଷଣ୍ଢ ଓ ପଲରୁ ଏକ ନିଖୁଣ ଅଣ୍ଡିରା ମଷେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ଶୁଚିକାର୍ଯ୍ୟ ସମାପ୍ତ କରିବା ପରେ ଗୋଟିଏ ନିଖୁଣ ଯୁବା ଷଣ୍ଢ ଓ ପଲରୁ ଏକ ନିଖୁଣ ଅଣ୍ଡିରା ମେଷ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।