Ezekiel 43:24 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ସେସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ଆଉ ଯାଜକମାନେ ସମାନଙ୍କେ ଉପ ରେ ଲବଣ ଛିଞ୍ଚିବେ ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସେସବୁକୁ ହାମବେଳି ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସେସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେସବୁର ଉପରେ ଲବଣ ପ୍ରକ୍ଷେପ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ସେସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ଆଉ ଯାଜକମାନେ ସେମାନଙ୍କ ଉପରେ ଲବଣ ଛିଞ୍ଚିବେ ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେସବୁକୁ ହୋମବଳି ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।