Ezekiel 43:25 — Compare Translations

5 translations compared side by side

Odia - 1840
"ସାତଦିନ ପର୍ୟ୍ଯନ୍ତ ପାପାର୍ଥକ ବଳିରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ। ତୁମ୍ଭମାନେେ ଉଭୟ ଏକ ନିଖୁଣ ୟୁବା ବୃଷଭ ଏବଂ ଏକ ନିଖୁଣ ମଷେଛୁଆ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାତ ଦିନଯାଏ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପର୍ଯ୍ୟନ୍ତ ପାପାର୍ଥକ ବଳିରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ। ତୁମ୍ଭେମାନେ ଉଭୟ ଏକ ନିଖୁଣ ଯୁବା ବୃଷଭ ଏବଂ ଏକ ନିଖୁଣ ମେଷଛୁଆ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।