Ezekiel 43:27 — Compare Translations

5 translations compared side by side

Odia - 1840
"ସାତଦିନ ପ ରେ ଅଷ୍ଟମ ଦିନରୁ ଯାଜକମାନେ ୟଜ୍ଞବଦେୀ ଉପ ରେ ତୁମ୍ଭମାନଙ୍କର ହାମାେର୍ଥକ ବଳି ଓ ସହଭାଗିତାର ବଳି ଉତ୍ସର୍ଗ କରିବେ। ତା'ପ ରେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପରେ ଅଷ୍ଟମ ଦିନରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ବଳି ଓ ସହଭାଗିତାର ବଳି ଉତ୍ସର୍ଗ କରିବେ। ତା’ପରେ ମୁଁ ତୁମ୍ଭକୁ ଗ୍ରହଣ କରିବି।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।