Ezekiel 43:3 — Compare Translations

5 translations compared side by side

Odia - 1840
"ମୁଁ ଯେଉଁ ଦର୍ଶନ ସଠାେ ରେ ଦେଖିଲି, ତାହା ଯେତବେେଳେ ସହରକୁ ଧ୍ବଂସ କରିବାକୁ ଆସିଲାପରି ଦଖାଯାେଉଥିଲା ଓ ମୁଁ କବାର ନଦୀ ରେ ଦେଖିଥିବା ଦର୍ଶନ ପରି ଥିଲା। ମୁଁ ଭୂମିଶାଯୀ ହାଇେ ପ୍ରଣିପାତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ଦର୍ଶନ ସେଠାରେ ଦେଖିଲି, ତାହା ଯେତେବେଳେ ସହରକୁ ଧ୍ୱଂସ କରିବାକୁ ଆସିଲାପରି ଦେଖାଯାଉଥିଲା ଓ ମୁଁ କବାର ନଦୀରେ ଦେଖିଥିବା ଦର୍ଶନ ପରି ଥିଲା। ମୁଁ ଭୂମିଶାୟୀ ହୋଇ ପ୍ରଣିପାତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।