Ezekiel 43:4 — Compare Translations
5 translations compared side by side
Odia - 1840
"ଆଉ ପୂର୍ବ ଦ୍ବାର ଦଇେ ସଦାପ୍ରଭୁଙ୍କର ମହିମା ମନ୍ଦିର ମଧିଅରେ ପ୍ରବେଶ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପୂର୍ବ ଦ୍ୱାର ଦେଇ ସଦାପ୍ରଭୁଙ୍କର ମହିମା ମନ୍ଦିର ମଧ୍ୟରେ ପ୍ରବେଶ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।