Ezekiel 43:5 — Compare Translations
5 translations compared side by side
Odia - 1840
"ତା'ପ ରେ ଆତ୍ମାଟି ମାେତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମା ରେ ମନ୍ଦିର ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆତ୍ମାଟି ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମାରେ ମନ୍ଦିର ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।