Ezekiel 43:7 — Compare Translations

5 translations compared side by side

Odia - 1840
"ଆଉ ସେ ମାେତେ ମନ୍ଦିର ମଧ୍ଯରୁ କହିଲେ, ହେ ମନୁଷ୍ଯ ପୁତ୍ର ଏହା ମାରେ ସିଂହାସନର ସ୍ଥାନ ଓ ମାରେ ପାଦପୀଠର ସ୍ଥାନ। ମୁଁ ଇଶ୍ରାୟେଲ ପରିବାର ମଧିଅରେ ସଦାକାଳ ବାସ କରିବି। ଆଉ ଇଶ୍ରାୟେଲର ଲୋକମାନେ ଏବଂ ସମାନଙ୍କେ ରାଜାଗଣ ସମାନଙ୍କେର ଶାରୀରିକ ପାପସବୁ ସହିତ ଏହି ସ୍ଥାନ ରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦବୋଦ୍ବାରା ଏହି ସ୍ଥାନକୁ ମାରେ ପବିତ୍ର ନାମକୁ ଅପମାନିତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ-ବଂଶ, ଅର୍ଥାତ୍, ସେମାନେ ଓ ସେମାନଙ୍କ ରାଜଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜଗଣର ଶବ ଦ୍ଵାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।