Ezekiel 43:8 — Compare Translations

5 translations compared side by side

Odia - 1840
"ସମାନେେ ମାରେ ଦ୍ବାର ପ୍ରବେଶ ସ୍ଥାନ ନିକଟରେ ସମାନଙ୍କେର ଦ୍ବାର ପ୍ରବେଶ ସ୍ଥାନ ରଖିଲେ ଓ ମାରେ ଦ୍ବାରବନ୍ଧ ନିକଟରେ ସମାନଙ୍କେର ଦ୍ବାରବନ୍ଧ ରଖିଲେ। କବଳେ ମାରେ ଓ ସମାନଙ୍କେ ମଧିଅରେ ଏକ କାନ୍ଥ ପୃଥକ କରୁଥିଲା। ପୁଣି ନିଜର ଜଘନ୍ଯ କର୍ମ ଦ୍ବାରା ମାରେ ପବିତ୍ର ନାମ ସମାନେେ ଅପବିତ୍ର କରିଅଛନ୍ତି। ଏଣୁ ମୁଁ ଆପଣା କୋରଧ ରେ ସମାନଙ୍କେୁ ବିନାଶ କରିଅଛିା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭର ଦ୍ଵାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ଵାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ଵାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ଵାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ଵାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ଦ୍ୱାର ପ୍ରବେଶ ସ୍ଥାନ ନିକଟରେ ସେମାନଙ୍କର ଦ୍ୱାର ପ୍ରବେଶ ସ୍ଥାନ ରଖିଲେ ଓ ମୋର ଦ୍ୱାରବନ୍ଧ ନିକଟରେ ସେମାନଙ୍କର ଦ୍ୱାରବନ୍ଧ ରଖିଲେ। କେବଳ ମୋର ଓ ସେମାନଙ୍କ ମଧ୍ୟରେ ଏକ କାନ୍ଥ ପୃଥକ କରୁଥିଲା। ପୁଣି ନିଜର ଜଘନ୍ୟ କର୍ମ ଦ୍ୱାରା ମୋର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି। ଏଣୁ ମୁଁ ଆପଣା କ୍ରୋଧରେ ସେମାନଙ୍କୁ ବିନାଶ କରିଅଛିା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭର ଦ୍ୱାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।