Ezekiel 43:9 — Compare Translations
5 translations compared side by side
Odia - 1840
"ପୁତ୍ର, ବର୍ତ୍ତମାନ ସମାନଙ୍କେୁ ସମାନଙ୍କେର ଶାରୀରିକ ପାପସବୁରୁ ଦୂ ରଇେ ରୁହନ୍ତୁ ଓ ସମାନଙ୍କେର ରାଜାମାନଙ୍କର ମୃତ ଶରୀର ଆମ୍ଭ ନିକଟରୁ ଦୂର କରନ୍ତୁ, ତେଣୁ ମୁଁ ସଦାକାଳ ସମାନଙ୍କେ ମଧିଅରେ ବାସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁତ୍ର, ବର୍ତ୍ତମାନ ସେମାନଙ୍କୁ ସେମାନଙ୍କର ଶାରୀରିକ ପାପସବୁରୁ ଦୂରେଇ ରୁହନ୍ତୁ ଓ ସେମାନଙ୍କର ରାଜାମାନଙ୍କର ମୃତ ଶରୀର ଆମ୍ଭ ନିକଟରୁ ଦୂର କରନ୍ତୁ, ତେଣୁ ମୁଁ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।
Odia IRV 2017 (ଓଡିଆ ବାଇବେଲ)
ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।