Ezekiel 44:10 — Compare Translations

5 translations compared side by side

Odia - 1840
"ଯେତବେେଳେ ଇଶ୍ରାୟେଲ ମାଠାରୁେ ବିପଥଗାମୀ ହେଲେ, ଲବେୀୟମାନେ ମାଠାରୁେ ଦୂ ରଇେ ଗଲେ ଏବଂ ୟିଏ ମୂର୍ତ୍ତି ପୂଜାର ପ୍ରଥା ଅନୁସରଣ କଲେ, ସମାନେେ ସମାନଙ୍କେର ପାପ ପାଇଁ ଦଣ୍ଡ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ରାଏଲ ମୋ’ଠାରୁ ବିପଥଗାମୀ ହେଲେ, ଲେବୀୟମାନେ ମୋ’ଠାରୁ ଦୂରେଇ ଗଲେ ଏବଂ ଯିଏ ମୂର୍ତ୍ତି ପୂଜାର ପ୍ରଥା ଅନୁସରଣ କଲେ, ସେମାନେ ସେମାନଙ୍କର ପାପ ପାଇଁ ଦଣ୍ଡ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।