Ezekiel 44:11 — Compare Translations

5 translations compared side by side

Odia - 1840
"ଲବେୀୟମାନେ ମାରେ ପବିତ୍ରସ୍ଥାନ ସବୋ କରିବା ପାଇଁ ବଚ୍ଛା ୟାଇଥିଲେ। ସମାନେେ ମନ୍ଦିରର ଫାଟକଗୁଡ଼ିକ ଜଗିଲେ। ସମାନେେ ମନ୍ଦିର ରେ ସବୋ କଲେ। ସମାନେେ ବଳିଦାନ ପାଇଁ ପଶୁଗୁଡ଼ିକ ମାରିଲେ ଏବଂ ଲୋକମାନଙ୍କ ପାଇଁ ହାମେପଳି କଲେ। ସମାନେେ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଏବଂ ସମାନଙ୍କେୁ ସବୋ କରିବା ପାଇଁ ବଛା ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଗୃହର ଦ୍ଵାରସକଳର ଦ୍ଵାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ମୋର ପବିତ୍ର ସ୍ଥାନ ସେବା କରିବା ପାଇଁ ବଚ୍ଛା ଯାଇଥିଲେ। ସେମାନେ ମନ୍ଦିରର ଫାଟକଗୁଡ଼ିକ ଜଗିଲେ। ସେମାନେ ମନ୍ଦିରରେ ସେବା କଲେ। ସେମାନେ ବଳିଦାନ ପାଇଁ ପଶୁଗୁଡ଼ିକ ମାରିଲେ ଏବଂ ଲୋକମାନଙ୍କ ପାଇଁ ହୋମବଳି କଲେ। ସେମାନେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଏବଂ ସେମାନଙ୍କୁ ସେବା କରିବା ପାଇଁ ବଛା ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)