Ezekiel 44:12 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନେେ ସମାନଙ୍କେର ପ୍ରତିମାଗଣଙ୍କୁ ପୂଜା କଲେ, ସେଥିପାଇଁ ଇଶ୍ରାୟେଲର ଲୋକମାନଙ୍କର ଝୁଣ୍ଟି ପଡ଼ିବାର ଓ ପାପର କାରଣ ହେଲା। ଏଣୁ, ମୁଁ ସମାନଙ୍କେ ବିରୁଦ୍ଧ ରେ ପ୍ରତିଜ୍ଞା କରୁଛି: ' ସମାନେେ ସମାନଙ୍କେର ପାପ ପାଇଁ ଦଣ୍ଡ ବୋହିବେ।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ-ବଂଶର ଅଧର୍ମଜନକ ବିଘ୍ନ ସ୍ଵରୂପ ହେଲେ । ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ସେମାନଙ୍କର ପ୍ରତିମାଗଣକୁ ପୂଜା କଲେ, ସେଥିପାଇଁ ଇସ୍ରାଏଲର ଲୋକମାନଙ୍କର ଝୁଣ୍ଟି ପଡ଼ିବାର ଓ ପାପର କାରଣ ହେଲା। ଏଣୁ, ମୁଁ ସେମାନଙ୍କ ବିରୁଦ୍ଧରେ ପ୍ରତିଜ୍ଞା କରୁଛି: ‘ସେମାନେ ସେମାନଙ୍କର ପାପ ପାଇଁ ଦଣ୍ଡ ବୋହିବେ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।
Odia IRV 2017 (ଓଡିଆ ବାଇବେଲ)