Ezekiel 44:13 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ମାରେ ଯାଜକମାନଙ୍କ ପରି ମାରେ ନିକଟକୁ ବଳିଦାନ ଆଣିବେ ନାହିଁ। ସମାନେେ ମାରେ ଦ୍ରବ୍ଯଗୁଡ଼ିକ ମଧ୍ଯରୁ କୌଣସି ପବିତ୍ର ଦ୍ରବ୍ଯ ନିକଟକୁ କିମ୍ବା ଅତି ପବିତ୍ର ଦ୍ରବ୍ଯଗୁଡ଼ିକ ନିକଟକୁ ଆସିବେ ନାହିଁ। କିନ୍ତୁ ସମାନେେ ନିଜର ଭୟଙ୍କର ପାପଗୁଡ଼ିକ ପାଇଁ ଅପମାନ ସହ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣା-ମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ମୋର ଯାଜକମାନଙ୍କ ପରି ମୋର ନିକଟକୁ ବଳିଦାନ ଆଣିବେ ନାହିଁ। ସେମାନେ ମୋର ଦ୍ରବ୍ୟଗୁଡ଼ିକ ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ କିମ୍ବା ଅତି ପବିତ୍ର ଦ୍ରବ୍ୟଗୁଡ଼ିକ ନିକଟକୁ ଆସିବେ ନାହିଁ। କିନ୍ତୁ ସେମାନେ ନିଜର ଭୟଙ୍କର ପାପଗୁଡ଼ିକ ପାଇଁ ଅପମାନ ସହ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ; ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣାମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିବେ।
Odia IRV 2017 (ଓଡିଆ ବାଇବେଲ)