Ezekiel 44:14 — Compare Translations

5 translations compared side by side

Odia - 1840
"ତଥାପି ମନ୍ଦିରର ସବୋକାର୍ୟ୍ଯ ପାଇଁ ଓ ତାହା ମଧିଅରେ ସମସ୍ତ କାର୍ୟ୍ଯ କରିବା ପାଇଁ ମନ୍ଦିରର ଯତ୍ନ ନବୋକୁ ମୁଁ ସମାନଙ୍କେୁ ନିୟୁକ୍ତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ମନ୍ଦିରର ସେବାକାର୍ଯ୍ୟ ପାଇଁ ଓ ତାହା ମଧ୍ୟରେ ସମସ୍ତ କାର୍ଯ୍ୟ କରିବା ପାଇଁ ମନ୍ଦିରର ଯତ୍ନ ନେବାକୁ ମୁଁ ସେମାନଙ୍କୁ ନିଯୁକ୍ତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।