Ezekiel 44:15 — Compare Translations
5 translations compared side by side
Odia - 1840
"କିନ୍ତୁ ସମସ୍ତ ଲବେୀୟ ଯାଜକଗଣ, ସାଦୋକର ଭବିଷ୍ଯତ ବଂଶଧରଗଣ ଯେଉଁମାନେ ମାରେ ପବିତ୍ର ସ୍ଥାନ ନିଯମ ଅନୁସରଣ କଲେ, ଯେତବେେଳେ ଇଶ୍ରାୟେଲୀୟମାନେ ମାଠାରୁେ ବିପଥଗାମୀ ହେଲେ, ସମାନେେ ମାେ ପାଖକୁ ସବୋ କରିବା ପାଇଁ ଆସିବାକୁ ସମର୍ଥ ହବେ। ସମାନେେ ମାେ ଉଦ୍ଦେଶ୍ଯ ରେ ମଦେ ଓ ରକ୍ତ ବଳିଦାନ ହାଇେଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମାେ ସମ୍ମୁଖ ରେ ଠିଆ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ, ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ’ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;