Ezekiel 44:16 — Compare Translations
5 translations compared side by side
Odia - 1840
" ସମାନେେ ମାରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବେ। ସମାନେେ ମାେତେ ସବୋ କରିବା ପାଇଁ ମାେ ମଜେ ନିକଟକୁ ଆସିବେ ଓ ସମାନେେ ମାରେ ସବୋ ରେ ଯତ୍ନଶୀଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ମୋର ପବିତ୍ର ସ୍ଥାନରେ ପ୍ରବେଶ କରିବେ। ସେମାନେ ମୋତେ ସେବା କରିବା ପାଇଁ ମୋ’ ମେଜ ନିକଟକୁ ଆସିବେ ଓ ସେମାନେ ମୋର ସେବାରେ ଯତ୍ନଶୀଳ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।