Ezekiel 44:17 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନେେ ଭିତର ପ୍ରାଙ୍ଗଣର ଫାଟକ ନିକଟକୁ ଆସନ୍ତି, ସମାନେେ ନାଇଲନ୍ ପୋଷାକ ପିନ୍ଧିବେ, ଯେତବେେଳେ ସମାନେେ ମନ୍ଦିରର ଭିତର ପ୍ରାଙ୍ଗଣର ସବୋ କରନ୍ତି, ସମାନେେ ନିଶ୍ଚଯ ପଶମ ବସ୍ତ୍ର ପରିଧାନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ଵାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ଵାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଭିତର ପ୍ରାଙ୍ଗଣର ଫାଟକ ନିକଟକୁ ଆସନ୍ତି, ସେମାନେ ନାଇଲନ୍ ପୋଷାକ ପିନ୍ଧିବେ, ଯେତେବେଳେ ସେମାନେ ମନ୍ଦିରର ଭିତର ପ୍ରାଙ୍ଗଣର ସେବା କରନ୍ତି, ସେମାନେ ନିଶ୍ଚୟ ପଶମ ବସ୍ତ୍ର ପରିଧାନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ।