Ezekiel 44:18 — Compare Translations
5 translations compared side by side
Odia - 1840
"ସମାନଙ୍କେ ମସ୍ତକରେ ମସିନା ବସ୍ତ୍ରର ପଗଡ଼ି ଓ କଟି ଦେଶ ରେ ମସିନା ବସ୍ତ୍ରର ଜଙ୍ଘିଆ ଥିବ। ସ୍ବଦେ ଜାତ ହେଲାଭଳି କୌଣସି ପୋଷାକ ସମାନେେ ପିନ୍ଧିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ଵାରା ଘର୍ମ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ପଗଡ଼ି ଓ କଟି ଦେଶରେ ମସିନା ବସ୍ତ୍ରର ଜଙ୍ଘିଆ ଥିବ। ସ୍ୱେଦ ଜାତ ହେଲାଭଳି କୌଣସି ପୋଷାକ ସେମାନେ ପିନ୍ଧିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଝାଳ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଝାଳ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।