Ezekiel 44:19 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ବାହାର ପ୍ରାଙ୍ଗଣ ରେ ଲୋକମାନଙ୍କ ନିକଟକୁ ୟିବା ପୂର୍ବରୁ, ସମାନେେ ଉପାସନା ସମୟରେ ବ୍ଯବହୃତ ବସ୍ତ୍ର କାଢ଼ି ଦବୋ ଉଚିତ୍ ଏବଂ ପବିତ୍ର କଠାେରୀ ରେ ସଗେୁଡ଼ିକୁ ରଖିବେ। ଲୋକମାନେ ଯେପରି ସହେି ପବିତ୍ର ବସ୍ତ୍ର ନ ଛୁଇଁବେ, ସେଥିପାଇଁ ସମାନେେ ଅନ୍ୟ ବସ୍ତ୍ର ପରିଧାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ଵାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବା ପୂର୍ବରୁ, ସେମାନେ ଉପାସନା ସମୟରେ ବ୍ୟବହୃତ ବସ୍ତ୍ର କାଢ଼ି ଦେବା ଉଚିତ୍ ଏବଂ ପବିତ୍ର କୋଠରୀରେ ସେଗୁଡ଼ିକୁ ରଖିବେ। ଲୋକମାନେ ଯେପରି ସେହି ପବିତ୍ର ବସ୍ତ୍ର ନ ଛୁଇଁବେ, ସେଥିପାଇଁ ସେମାନେ ଅନ୍ୟ ବସ୍ତ୍ର ପରିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।
Odia IRV 2017 (ଓଡିଆ ବାଇବେଲ)