Ezekiel 44:2 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଏହି ଫାଟକ ବନ୍ଦ ରହିବ। ତାହା ମୁକ୍ତ ହବେ ନାହିଁ କିମ୍ବା କୌଣସି ମନୁଷ୍ଯ ତାହାଦଇେ ପ୍ରବେଶ କରିବ ନାହିଁ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତାହାଦଇେ ପ୍ରବେଶ କରିଅଛନ୍ତି, ଏଥିପାଇଁ ତାହା ବନ୍ଦ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମୋତେ କହିଲେ, ଏହି ଦ୍ଵାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତାହା ଦେଇ ପ୍ରବେଶ କରିଅଛନ୍ତିନ୍ତ ଏଥିପାଇଁ ତାହା ବନ୍ଦ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋତେ କହିଲେ, “ଏହି ଫାଟକ ବନ୍ଦ ରହିବ। ତାହା ମୁକ୍ତ ହେବ ନାହିଁ କିମ୍ବା କୌଣସି ମନୁଷ୍ୟ ତାହାଦେଇ ପ୍ରବେଶ କରିବ ନାହିଁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହାଦେଇ ପ୍ରବେଶ କରିଅଛନ୍ତି, ଏଥିପାଇଁ ତାହା ବନ୍ଦ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।
Odia IRV 2017 (ଓଡିଆ ବାଇବେଲ)