Ezekiel 44:22 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ବିଧବା କିମ୍ବା ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ। ସମାନେେ ଇଶ୍ରାୟେଲ ବଂଶଜାତ ଅନୁଢ଼ା କୁମାରୀ କିମ୍ବା ମୃତ ଯାଜକର ବିଧବାକୁ ବିବାହ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶଜାତ ଅନୂଢ଼ା ସ୍ତ୍ରୀକି ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ବିଧବା କିମ୍ବା ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ। ସେମାନେ ଇସ୍ରାଏଲ ବଂଶଜାତ ଅନୁଢ଼ା କୁମାରୀ କିମ୍ବା ମୃତ ଯାଜକର ବିଧବାକୁ ବିବାହ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।