Ezekiel 44:23 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ଯାଜକମାନେ ମାରେ ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧିଅରେ ପ୍ରଭଦେ ଶିଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ଯାଜକମାନେ ମୋର ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ଶିଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।