Ezekiel 44:25 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଅଶୁଚି କରିବା ପାଇଁ କୌଣସି ମୃତ ଲୋକ ଶବ ନିକଟକୁ ଆସିବେ ନାହିଁ। କିନ୍ତୁ ସମାନେେ ନିଜର ପିତା, ମାତା, ପୁତ୍ର, କନ୍ଯା, ଭ୍ରାତା କିମ୍ବା ଅବିବାହିତା ଭଗିନୀ ନିମନ୍ତେ ନିଜକୁ ଅଶୁଚି କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଅଶୁଚି କରିବା ପାଇଁ କୌଣସି ମୃତ ଲୋକ ଶବ ନିକଟକୁ ଆସିବେ ନାହିଁ। କିନ୍ତୁ ସେମାନେ ନିଜର ପିତା, ମାତା, ପୁତ୍ର, କନ୍ୟା, ଭ୍ରାତା କିମ୍ବା ଅବିବାହିତା ଭଗିନୀ ନିମନ୍ତେ ନିଜକୁ ଅଶୁଚି କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।