Ezekiel 44:27 — Compare Translations

5 translations compared side by side

Odia - 1840
"ସେ ଯେଉଁଦିନ ଉପାସନା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ୟିବ ସଦେିନ ନିଜ ପାଇଁ ପାପାର୍ଥକ ବଳି ଉତ୍ସର୍ଗ କରିବ। ସଦାପ୍ରଭୁ, ମାରେ ପ୍ରଭୁ ଏହିସବୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେଉଁ ଦିନ ଉପାସନା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯିବ ସେଦିନ ନିଜ ପାଇଁ ପାପାର୍ଥକ ବଳି ଉତ୍ସର୍ଗ କରିବ।” ସଦାପ୍ରଭୁ, ମୋର ପ୍ରଭୁ ଏହିସବୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।