Ezekiel 44:29 — Compare Translations

5 translations compared side by side

Odia - 1840
"ସମାନେେ ଶସ୍ଯ ବଳି, ପାପାର୍ଥକ ବଳି ଓ ଦୋଷର୍ଥକ ବଳି ଭୋଜନ କରିବେ। ଇଶ୍ରାୟେଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସମାନଙ୍କେର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶସ୍ୟ ବଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ। ଇସ୍ରାଏଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସେମାନଙ୍କର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।