Ezekiel 44:3 — Compare Translations

5 translations compared side by side

Odia - 1840
"କବଳେ ଅଧିପତି ସଦାପ୍ରଭୁଙ୍କ ସମ୍ମୁଖ ରେ ଆହାର କରିବା ପାଇଁ ତହିଁ ମଧିଅରେ ବସିବେ। ସେ ଦ୍ବାରର ବାରଣ୍ଡା ପଥଦଇେ ପ୍ରବେଶ କରିବେ ଓ ସହେି ପଥଦଇେ ବାହାରିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ଵାରର ବରଣ୍ତା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଅଧିପତି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ। ସେ ଦ୍ୱାରର ବାରଣ୍ଡା ପଥଦେଇ ପ୍ରବେଶ କରିବେ ଓ ସେହି ପଥଦେଇ ବାହାରିଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”
Odia IRV 2017 (ଓଡିଆ ବାଇବେଲ)
କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”