Ezekiel 44:30 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ସମସ୍ତ ଶସ୍ଯ ଅମଳର ପ୍ରଥମ ଭାଗ ଓ ସମସ୍ତ ଉପହାରଗୁଡ଼ିକ ମଧିଅରେ ପ୍ରେତ୍ୟକକ ଉପହାର ଯାଜକମାନଙ୍କର ହବେ। ଆଉ ମଧ୍ଯ ତୁମ୍ଭମାନେେ ନିଜ ନିଜ ଗୃହ ରେ ଆଶୀର୍ବାଦ ଲାଭ କରିବା ପାଇଁ ଯାଜକକୁ ନିଜର ସୁଜିର ପ୍ରଥମ ଅଂଶ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରୀମାଂଶ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ସମସ୍ତ ଶସ୍ୟଅମଳର ପ୍ରଥମ ଭାଗ ଓ ସମସ୍ତ ଉପହାରଗୁଡ଼ିକ ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ। ଆଉ ମଧ୍ୟ ତୁମ୍ଭେମାନେ ନିଜ ନିଜ ଗୃହରେ ଆଶୀର୍ବାଦ ଲାଭ କରିବା ପାଇଁ ଯାଜକକୁ ନିଜର ସୁଜିର ପ୍ରଥମ ଅଂଶ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।
Odia IRV 2017 (ଓଡିଆ ବାଇବେଲ)