Ezekiel 44:31 — Compare Translations
5 translations compared side by side
Odia - 1840
"ପୁଣି ଯାଜକମାନେ କୌଣସି ସ୍ବଯଂ ମୃତ ବା ପଶୁ ପକ୍ଷୀ ଦ୍ବାରା ବିଦୀର୍ଣ୍ଣ କୌଣସି ମୃତ ପଶୁ କିମ୍ବା ପକ୍ଷୀ ଭକ୍ଷଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କି ପଶୁ ଯାଜକମାନେ ଭୋଜନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକମାନେ କୌଣସି ସ୍ୱୟଂ ମୃତ ବା ପଶୁ ପକ୍ଷୀ ଦ୍ୱାରା ବିଦୀର୍ଣ୍ଣ କୌଣସି ମୃତ ପଶୁ କିମ୍ବା ପକ୍ଷୀ ଭକ୍ଷ୍ୟଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।