Ezekiel 44:4 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମାେତେ ଉତ୍ତର ଦ୍ବାର ଦଇେ ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖକୁ ଆଣିଲେ। ତା'ପ ରେ ମୁଁ ଦୃଷ୍ଟିପାତ କରି ଦେଖିଲି ସଦାପ୍ରଭୁଙ୍କ ମନ୍ଦିର ସଦାପ୍ରଭୁଙ୍କ ମହିମା ରେ ପରିପୂର୍ଣ୍ଣ ଥିଲା। ତେଣୁ ମୁଁ ଭୂମିକୁ ଛୁଇଁ ପ୍ରଣାମ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଉତ୍ତର ଦ୍ଵାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ପବିତ୍ରତା ତା’ପରେ ସେ ମୋତେ ଉତ୍ତର ଦ୍ୱାର ଦେଇ ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖକୁ ଆଣିଲେ। ତା’ପରେ ମୁଁ ଦୃଷ୍ଟିପାତ କରି ଦେଖିଲି ସଦାପ୍ରଭୁଙ୍କ ମନ୍ଦିର ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ଥିଲା। ତେଣୁ ମୁଁ ଭୂମିକୁ ଛୁଇଁ ପ୍ରଣାମ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।