Ezekiel 44:5 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ସଦାପ୍ରଭୁଙ୍କ ମନ୍ଦିରର ସକଳ ବିଧି ଓ ତହିଁର ସକଳ ବ୍ଯବସ୍ଥା ବିଷଯ ରେ ଯାହା ଯାହା ମୁଁ ତୁମ୍ଭକୁ କହିଅଛୁ, ତୁମ୍ଭେ ମନୋୟୋଗ ସହକା ରେ ଧ୍ଯାନ ଦିଅ, ଦେଖ ଓ ଶୁଣ। ଆଉ ମନ୍ଦିର ରେ ପ୍ରବେଶ ଓ ପ୍ରସ୍ଥାନ ଉତ୍ତମରୂପେ ଅନୁଧ୍ଯାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ସଦାପ୍ରଭୁଙ୍କ ମନ୍ଦିରର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ମୁଁ ତୁମ୍ଭକୁ କହିଅଛୁ, ତୁମ୍ଭେ ମନୋଯୋଗ ସହକାରେ ଧ୍ୟାନ ଦିଅ, ଦେଖ ଓ ଶୁଣ। ଆଉ ମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ଉତ୍ତମରୂପେ ଅନୁଧ୍ୟାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)