Ezekiel 44:6 — Compare Translations

5 translations compared side by side

Odia - 1840
"ଆଉ ଇଶ୍ରାୟେଲର ଅବଜ୍ଞାକାରୀଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି। ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ କରିଥିବା ଘୃଣ୍ଯକର୍ମ ତୁମ୍ଭମାନଙ୍କର ୟଥେଷ୍ଟ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍, ଇସ୍ରାଏଲ-ବଂଶକୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ-ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇସ୍ରାଏଲର ଅବଜ୍ଞାକାରୀଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି। ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କରିଥିବା ଘୃଣ୍ୟକର୍ମ ତୁମ୍ଭମାନଙ୍କର ଯଥେଷ୍ଟ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,