Ezekiel 44:7 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭମାନେେ ଶାରୀରିକ ଓ ହୃଦଯ ରେ ଅସୁନ୍ନତ ବିଦେଶୀମାନଙ୍କୁ ମାରେ ମନ୍ଦିର ଅଗଣାକୁ ଆଣିଲେ ଓ ମାରେ ମନ୍ଦିରକୁ ଅପବିତ୍ର କଲ। ତୁମ୍ଭମାନେେ ମାରେ ଖାଦ୍ୟ ତିଆରି କଲ, ମଦେ ଏବଂ ରକ୍ତକୁ ଅପବିତ୍ର କଲ। ଯେ ହତେୁ ତୁମ୍ଭମାନେେ ସଗେୁଡ଼ିକ ଉତ୍ସର୍ଗ କରୁଥିଲ। ତୁମ୍ଭମାନେେ, ତୁମ୍ଭମାନଙ୍କ ସହିତ ହାଇେଥିବା ମାରେନିଯମ ଭଙ୍ଗ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟନ ଭଗ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ଶାରୀରିକ ଓ ହୃଦୟରେ ଅସୁନ୍ନତ ବିଦେଶୀମାନଙ୍କୁ ମୋର ମନ୍ଦିର ଅଗଣାକୁ ଆଣିଲ ଓ ମୋର ମନ୍ଦିରକୁ ଅପବିତ୍ର କଲ। ତୁମ୍ଭେମାନେ ମୋର ଖାଦ୍ୟ ତିଆରି କଲ, ମେଦ ଏବଂ ରକ୍ତକୁ ଅପବିତ୍ର କଲ। ଯେହେତୁ ତୁମ୍ଭେମାନେ ସେଗୁଡ଼ିକ ଉତ୍ସର୍ଗ କରୁଥିଲ। ତୁମ୍ଭେମାନେ, ତୁମ୍ଭମାନଙ୍କ ସହିତ ହୋଇଥିବା ମୋର ନିୟମ ଭଙ୍ଗ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)