Ezekiel 44:8 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ମାରେ ପବିତ୍ର ବସ୍ତୁଗୁଡ଼ିକର ଯତ୍ନ ନବୋକୁ ଧ୍ଯାନ ଦଇେ ନାହଁ। ଏବଂ ତୁମ୍ଭମାନେେ ବିଦେଶୀଯମାନଙ୍କ ହସ୍ତ ରେ ପବିତ୍ର ସ୍ଥାନ ରକ୍ଷାର ଦାଯିତ୍ବ ଦଇେଅଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ମୋର ପବିତ୍ର ବସ୍ତୁଗୁଡ଼ିକର ଯତ୍ନ ନେବାକୁ ଧ୍ୟାନ ଦେଇ ନାହଁ। ଏବଂ ତୁମ୍ଭେମାନେ ବିଦେଶୀୟମାନଙ୍କ ହସ୍ତରେ ପବିତ୍ର ସ୍ଥାନ ରକ୍ଷାର ଦାୟିତ୍ୱ ଦେଇଅଛ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।