Ezekiel 44:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ଯେଉଁ ବିଦେଶୀଯମାନେ ଅଛନ୍ତି ସମାନଙ୍କେ ମଧ୍ଯରୁ ଶାରୀରିକ ବା ହୃଦଯ ରେ ଅସୁନ୍ନତ କୌଣସି ବିଦେଶୀଯ ଲୋକ ମାେ ପବିତ୍ର ମନ୍ଦିର ରେ ପ୍ରବେଶ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି, “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟମାନେ ଅଛନ୍ତି ସେମାନଙ୍କ ମଧ୍ୟରୁ ଶାରୀରିକ ବା ହୃଦୟରେ ଅସୁନ୍ନତ କୌଣସି ବିଦେଶୀୟଲୋକ ମୋ’ ପବିତ୍ର ମନ୍ଦିରରେ ପ୍ରବେଶ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।”