Ezekiel 45:1 — Compare Translations
5 translations compared side by side
Odia - 1840
"ଏବଂ ଯେଉଁ ସମୟରେ ତୁମ୍ଭମାନେେ ଉତ୍ତରାଧିକାରୀ ପାଇଁ ଗୁଳିବାଣ୍ଟ ଦ୍ବାରା ଭୂମି ବିଭାଗ କରିବ, ତୁମ୍ଭେ ଏଥିରୁ ଏକ ପବିତ୍ର ଅଂଶପରି ସଦାପ୍ରଭୁଙ୍କ ପାଇଁ ଅଲଗା ରଖିବା ଉଚିତ୍। ତାହାର ର୍ଦୈଘ୍ଯ 25,000 ହାତ ଓ ପ୍ରସ୍ଥ 20,000 ହାତ ହବେ। ସେ ସମସ୍ତ ଭୂମି ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ବ୍ୟବହାର ନିମନ୍ତେ ଦେଶ ବିଭାଗ “ଏବଂ ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାରୀ ପାଇଁ ଗୁଲିବାଣ୍ଟ ଦ୍ୱାରା ଭୂମି ବିଭାଗ କରିବ, ତୁମ୍ଭେ ଏଥିରୁ ଏକ ପବିତ୍ର ଅଂଶପରି ସଦାପ୍ରଭୁଙ୍କ ପାଇଁ ଅଲଗା ରଖିବା ଉଚିତ୍। ତାହାର ଦୈର୍ଘ୍ୟ 25,000 ହାତ ଓ ପ୍ରସ୍ଥ 20,000 ହାତ ହେବ। ସେ ସମସ୍ତ ଭୂମି ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)