Ezekiel 45:10 — Compare Translations
5 translations compared side by side
Odia - 1840
"ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ।