Ezekiel 45:11 — Compare Translations
5 translations compared side by side
Odia - 1840
"ବାତ୍ ଯେପରି ହାମରେର ଏକ ଦଶମାଂଶ ହବେ, ଐଫା ହାମରେର ସହିତ ସମାନ ହବେ। ଏଥିପାଇଁ ଐଫା ଓ ବାତର ଏକ ସମାନ ପରିମାଣ ହବେ। ତହିଁର ପରିମାଣ ହାମରେ ଅନୁସାରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବାତ୍ ଯେପରି ହୋମରର ଏକ ଦଶମାଂଶ ହେବ, ଐଫା ହୋମରର ସହିତ ସମାନ ହେବ। ଏଥିପାଇଁ ଐଫା ଓ ବାତର ଏକ ସମାନ ପରିମାଣ ହେବ। ତହିଁର ପରିମାଣ ହୋମର ଅନୁସାରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।
Odia IRV 2017 (ଓଡିଆ ବାଇବେଲ)
ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।