Ezekiel 45:12 — Compare Translations

5 translations compared side by side

Odia - 1840
"ପୁଣି ଏକ ଶକେଲ କୋଡ଼ିଏ ଗୋଗ୍ ହବେ, ଏକ ମିନା କୋଡ଼ିଏ ଶକେଲ, ପଚିଶ ଶକେଲ, ପନ୍ଦର ଶକେଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ଶେକଲ କୋଡ଼ିଏ ଗେରା ହେବ, ଏକ ମିନା କୋଡ଼ିଏ ଶେକଲ, ପଚିଶ୍ ଶେକଲ, ପନ୍ଦର ଶେକଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।