Ezekiel 45:13 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହି ବିଶଷେ ନବୈେଦ୍ଯ ଉତ୍ସର୍ଗ କରିବ। ପ୍ରେତ୍ୟକକ ହାମରେ ଏକ ଷଷ୍ଠାଂଶ ଗହମ ଓ ଏକ ଷଷ୍ଠାଂଶ ବାଲି ତୁମ୍ଭମାନେେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହି ବିଶେଷ ନୈବେଦ୍ୟ ଉତ୍ସର୍ଗ କରିବ। ପ୍ରତ୍ୟେକ ହୋମର ଏକ ଷଷ୍ଠାଂଶ ଗହମ ଓ ଏକ ଷଷ୍ଠାଂଶ ବାଲି ତୁମ୍ଭେମାନେ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;