Ezekiel 45:14 — Compare Translations
5 translations compared side by side
Odia - 1840
"ପୁଣି ବାତ୍ ସମ୍ବନ୍ଧୀଯ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହବେ। କୋର୍ ଦଶ ବାତ୍ ଅର୍ଥାତ୍ ଏକ ହାମରେ, କାରଣ ଦଶ ବାତ ରେ ଏକ ହାମରେ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ। କୋର୍ ଦଶ ବାତ୍ ଅର୍ଥାତ୍ ଏକ ହୋମର, କାରଣ ଦଶ ବାତରେ ଏକ ହୋମର ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;