Ezekiel 45:15 — Compare Translations
5 translations compared side by side
Odia - 1840
"ଆଉ ଇଶ୍ରାୟେଲର ଭଲ ଜଳ ହାଇେଥିବା ଚାରଣଭୂମି ସ୍ଥାନରୁ ପଲର 200 ମଷେ ମଧ୍ଯରୁ ଏକ ମଷେ ଦବେ। ତାହା ଲୋକମାନଙ୍କ ନିମନ୍ତେ ବିଶଷେ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇସ୍ରାଏଲର ଭଲ ଜଳ ହୋଇଥିବା ଗ୍ଭରଣଭୂମି ସ୍ଥାନରୁ ପଲର 200 ମେଷ ମଧ୍ୟରୁ ଏକ ମେଷ ଦେବ। “ତାହା ଲୋକମାନଙ୍କ ନିମନ୍ତେ ବିଶେଷ ନୈବେଦ୍ୟ ହେବ। ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବା ପାଇଁ ଏହି ଶସ୍ୟ ବଳି, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇ ଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।