Ezekiel 45:16 — Compare Translations
5 translations compared side by side
Odia - 1840
"ଦେଶର ସମସ୍ତ ଲୋକ ଇଶ୍ରାୟେଲର ଅଧିପତିଙ୍କ ପାଇଁ ଏହି ଉପହାର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିଙ୍କ ପାଇଁ ଏହି ଉପହାର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।