Ezekiel 45:17 — Compare Translations
5 translations compared side by side
Odia - 1840
"ପୁଣି ପର୍ବ ଦିନ ରେ; ଅମାବାସ୍ଯା ରେ ଓ ବିଶ୍ରାମବାରଗୁଡ଼ିକରେ ଇଶ୍ରାୟେଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହାମବେଳି, ଶସ୍ଯବଳି ଓ ପଯେ ନବୈେଦ୍ଯ ଓ ସହଭାଗିତାର ନବୈେଦ୍ଯ ଅଧିପତି ଦବେେ। ଅଧିପତି ଇଶ୍ରାୟେଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ଯ ନବୈେଦ୍ଯ, ହାମବେଳି, ସହଭାଗିତାର ନବୈେଦ୍ଯ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପର୍ବ ଦିନରେ; ଅମାବାସ୍ୟାରେ ଓ ବିଶ୍ରାମବାରଗୁଡ଼ିକରେ ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଶସ୍ୟବଳି ଓ ପେୟନୈବେଦ୍ୟ ଓ ସହଭାଗିତାର ନୈବେଦ୍ୟ ଅଧିପତି ଦେବେ। ଅଧିପତି ଇସ୍ରାଏଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ୟ ନୈବେଦ୍ୟ, ହୋମବଳି, ସହଭାଗିତାର ନୈବେଦ୍ୟ ଉତ୍ସର୍ଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।