Ezekiel 45:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିଖୁଣ ଗୋବତ୍ସ ନଇେ ପବିତ୍ର ସ୍ଥାନକୁ ଶୁଚି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିଖୁଣ ଗୋବତ୍ସ ନେଇ ପବିତ୍ର ସ୍ଥାନକୁ ଶୁଚି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।